ଯାତ୍ରା ପୁସ୍ତକ 32:11 - ଓଡିଆ ବାଇବେଲ11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ? Gade chapit laପବିତ୍ର ବାଇବଲ (Re-edited) - (BSI)11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ଵରଙ୍କୁ ନିବେଦନ କରି କହିଲେ, ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଲ, ସେମାନଙ୍କ ପ୍ରତି-କୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ଵଳିତ ହେବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ? Gade chapit laପବିତ୍ର ବାଇବଲ11 କିନ୍ତୁ ମୋଶା ସଦାପ୍ରଭୁ ପରମେଶ୍ୱରଙ୍କୁ ଭିକ୍ଷା ମାଗିଲେ, “ହେ ସଦାପ୍ରଭୁ, ତୁମ୍ଭର କ୍ରୋଧରେ ତୁମ୍ଭର ଲୋକମାନଙ୍କୁ ଧ୍ୱଂସ କର ନାହିଁ। ତୁମ୍ଭେ ଆପଣା ଶକ୍ତି ବଳରେ ସେମାନଙ୍କୁ ମିଶରରୁ ବାହାର କରି ଆଣିଥିଲ। Gade chapit la |