ଯାତ୍ରା ପୁସ୍ତକ 32:26 - ଓଡିଆ ବାଇବେଲ26 ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି ? ସେ ମୋ’ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଏଥିରେ ମୋଶା ଛାଉଣି ଦ୍ଵାରରେ ଠିଆ ହୋଇ କହିଲେ, ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋʼ ନିକଟକୁ ଆସୁ; ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋʼ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ। Gade chapit laପବିତ୍ର ବାଇବଲ26 ତେଣୁ ମୋଶା ଛାଉଣି ଦ୍ୱାର ଦେଶରେ ଛିଡ଼ା ହୋଇ କହିଲେ, “ଯେଉଁ ଲୋକେ ସଦାପ୍ରଭୁଙ୍କୁ ଅନୁସରଣ କରିବାକୁ ଗ୍ଭହଁ ସେମାନେ ମୋ’ ପାଖକୁ ଆସ।” ଏବଂ ଏଥିରେ ଲେବୀ ବଂଶର ସମସ୍ତ ଲୋକ ମୋଶାଙ୍କ ନିକଟକୁ ଦୌଡ଼ିଲେ। Gade chapit la |