Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 33:10 - ଓଡିଆ ବାଇବେଲ

10 ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘ ସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତମ୍ଵୁ ଦ୍ଵାରରେ ଅବସ୍ଥିତ ମେଘ ସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ଵୁ ଦ୍ଵାରରେ ଥାଇ ପ୍ରଣାମ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ଯେତେବେଳେ ଲୋକମାନେ ତମ୍ବୁର ଦ୍ୱାର ଦେଶରେ ମେଘ ସ୍ତମ୍ଭ ଦେଖିଲେ। ସେତେବେଳେ ଲୋକମାନେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 33:10
7 Referans Kwoze  

ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;


ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।


ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।


କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ ।


ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;


ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘ ସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।


ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।


Swiv nou:

Piblisite


Piblisite