ଯାତ୍ରା ପୁସ୍ତକ 34:12 - ଓଡିଆ ବାଇବେଲ12 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶ ନିବାସୀମାନଙ୍କ ସହିତ ନିୟମ କର ନାହିଁ; କଲେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ଵରୂପ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ। Gade chapit laପବିତ୍ର ବାଇବଲ12 ସାବଧାନ! ତୁମ୍ଭେମାନେ ଯେଉଁ ଦେଶକୁ ଯାଉଛ ସେମାନଙ୍କ ସହିତ କୌଣସି ଚୁକ୍ତି କର ନାହିଁ। ଯଦି ତୁମ୍ଭେମାନେ ସେହି ଲୋକମାନଙ୍କ ସହିତ କୌଣସି ଚୁକ୍ତି କର, ତେବେ ଏହା ତୁମ୍ଭମାନଙ୍କ ପାଇଁ ଅସୁବିଧା ହେବ। Gade chapit la |