ଯାତ୍ରା ପୁସ୍ତକ 34:16 - ଓଡିଆ ବାଇବେଲ16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ। Gade chapit laପବିତ୍ର ବାଇବଲ16 ତୁମ୍ଭେମାନେ ସେମାନଙ୍କର କନ୍ୟାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ୟାଗଣ ସେମାନଙ୍କର ଦେବଗଣମାନଙ୍କର ଅନୁଗାମୀ ହୋଇଥିବେ। ସେମାନେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦେବତାମାନଙ୍କର ଅନୁଗାମୀ କରାଇ ପାରନ୍ତି। Gade chapit la |
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।”
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ିଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।