Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:3 - ଓଡିଆ ବାଇବେଲ

3 ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବ ନାହିଁ, ପୁଣି ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯାଉ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ନ ଚରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭ ସହିତ ଆଉ କୌଣସି ଲୋକ ଯିବା ଉଚିତ୍ ନୁହେଁ। ଏବଂ ଏହି ପର୍ବତରେ କେହି ନ ରହୁ, ଏପରିକି ଗୋମେଷାଦି ମଧ୍ୟ ପର୍ବତ ଚତୁର୍ପାର୍ଶ୍ୱରେ ଚରିବା ଉଚିତ୍ ନୁହେଁ।”

Gade chapit la Kopi




ଯାତ୍ରା ପୁସ୍ତକ 34:3
5 Referans Kwoze  

ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।


ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରି ପାରିଲେ ନାହିଁ;


କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;


ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,


Swiv nou:

Piblisite


Piblisite