Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:4 - ଓଡିଆ ବାଇବେଲ

4 ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତରପଟା ହସ୍ତରେ ନେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ।

Gade chapit la Kopi

ପବିତ୍ର ବାଇବଲ

4 ତହୁଁ ମୋଶା ପ୍ରଥମ ଫଳକ ପରି ଦୁଇଟି ଫଳକ କାଟିଲେ ଏବଂ ତା’ ପରଦିନ ପ୍ରଭାତରୁ ସେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସୀନୟ ପର୍ବତ ଉପରକୁ ଗଲେ ଏବଂ ସେହି ପ୍ରସ୍ତର ଫଳକକୁ ନିଜ ସହିତ ନେଇଗଲେ।

Gade chapit la Kopi




ଯାତ୍ରା ପୁସ୍ତକ 34:4
6 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।


ତହୁଁ ମୁଁ ଶିଟୀମ୍‍ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି।


ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।”


ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।


ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ-ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।


ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।”


Swiv nou:

Piblisite


Piblisite