Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:5 - ଓଡିଆ ବାଇବେଲ

5 “ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁ ଯାହା ଯାହା ରଚନା କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 “ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

5 “ଲୋକମାନେ ଯଥେଷ୍ଟ ଆଣୁଛନ୍ତି। ସଦାପ୍ରଭୁଙ୍କର ଆଜ୍ଞା କର୍ମ କରିବା ପାଇଁ ଯାହା ଦରକାର ତାହାଠାରୁ ଲୋକେ ଯଥେଷ୍ଟ ଆଣୁଛନ୍ତି।”

Gade chapit la Kopi




ଯାତ୍ରା ପୁସ୍ତକ 36:5
8 Referans Kwoze  

ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍‍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।


ଯେଣୁ ସମସ୍ତେ ଯୀଶୁଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି ।


ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।


ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,


ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।


Swiv nou:

Piblisite


Piblisite