Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:3 - ଓଡିଆ ବାଇବେଲ

3 ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ତହିଁର ଚାରି କୋଣ ନିମନ୍ତେ ଚାରି ସ୍ଵର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ଵରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ଵରେ ଦୁଇ କଡ଼ା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।

Gade chapit la Kopi

ପବିତ୍ର ବାଇବଲ

3 ସେ ସୁବର୍ଣ୍ଣର ଗ୍ଭରୋଟି କଡ଼ାକରି ଗ୍ଭରି କୋଣରେ ଲଗାଇଲେ। ଏବଂ ଦୁଇ ପାର୍ଶ୍ୱରେ ଦୁଇଟି କଡ଼ା ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 37:3
5 Referans Kwoze  

ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।


ଆଉ ସେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ


ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।


ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଉର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି ।


Swiv nou:

Piblisite


Piblisite