Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:4 - ଓଡିଆ ବାଇବେଲ

4 ଆଉ ସେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ସେ ଶିଟୀମ୍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ସେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ

Gade chapit la Kopi

ପବିତ୍ର ବାଇବଲ

4 ସେ ସେହି ଶିଟୀମ୍ କାଠରେ ସାଙ୍ଗୀ ତିଆରି କରି ସେଥିରେ ସୁବର୍ଣ୍ଣର ଛାଉଣି ଦେଇଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:4
8 Referans Kwoze  

ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ ।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,


ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।


ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।


ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହା ପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି।


Swiv nou:

Piblisite


Piblisite