Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:13 - ଓଡିଆ ବାଇବେଲ

13 ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ଚତୁର୍ଥ ପଂକ୍ତିରେ ବୈଦୂର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକା; ମଣି ଥିଲା; ଏହିସବୁ ମଣି ସ୍ଵର୍ଣ୍ଣାଧାରରେ ବସାଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।

Gade chapit la Kopi

ପବିତ୍ର ବାଇବଲ

13 ଏବଂ ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ, ଗୋମେଦକ ମଣି, ସୂର୍ଯ୍ୟକାନ୍ତ ମଣି ଥିଲା। ଏହିସବୁ ମଣି ସ୍ୱର୍ଣ୍ଣ ଧାରରେ ବସାଗଲା।

Gade chapit la Kopi




ଯାତ୍ରା ପୁସ୍ତକ 39:13
9 Referans Kwoze  

ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର ।


ଶିଳ୍ପ କର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।


ତୃତୀୟ ଧାଡିରେ ପେରୋଜ, ଯିସ୍ମ ଓ କଟାହେଳା,


ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।


ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।


ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।


ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।


ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋ’ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବ ପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।


ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା।


Swiv nou:

Piblisite


Piblisite