Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:15 - ଓଡିଆ ବାଇବେଲ

15 ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ଵାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

15 ତା'ପରେ ସେମାନେ ଶୁଦ୍ଧ ସୁବର୍ଣ୍ଣରେ ହାର ତିଆରି କଲେ ଏବଂ ବିଗ୍ଭରାର୍ଥକ ବୁକୁପଟା ପାଇଁ ରଜ୍ଜୁ ପରି ଯୋଡ଼ିଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:15
9 Referans Kwoze  

ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ ।


ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ୱରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ୱରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ ।


ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ନାମରେ ରକ୍ଷା କରି ଅାସିଅଛି (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥି ନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ ।


ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।


ପୁଣି ସେ ଉତ୍ତମ ସ୍ୱର୍ଣ୍ଣମଣ୍ଡିତ ଦେବଦାରୁ କାଷ୍ଠରେ ବୃହତ୍ ଗୃହ ଆଚ୍ଛାଦନ କଲେ ଓ ତହିଁ ଉପରେ ଖର୍ଜ୍ଜୁର ବୃକ୍ଷ ଓ ଜଞ୍ଜିରର ଆକୃତି କଲେ।


ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।


ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।


ଦୁଇ ସ୍ୱର୍ଣ୍ଣାଧାରା ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ।


Swiv nou:

Piblisite


Piblisite