Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:19 - ଓଡିଆ ବାଇବେଲ

19 ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ସେମାନେ ଦୁଇ ସ୍ଵର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

19 ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବିଗ୍ଭରର୍ଥକ ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:19
3 Referans Kwoze  

ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।


ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।


ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।


Swiv nou:

Piblisite


Piblisite