Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:21 - ଓଡିଆ ବାଇବେଲ

21 ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ଵାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।

Gade chapit la Kopi

ପବିତ୍ର ବାଇବଲ

21 ଏହା ପରେ ସେମାନେ ଏକ ନୀଳ ରିବନ ଦ୍ୱାରା ବୁକୁପଟାକୁ ଏଫୋଦରେ ଏପରି ଯତ୍ନପୂର୍ବକ ବାନ୍ଧିଲେ ଯେ, ତାହା ଯେପରି ଗଳି ନ ପଡ଼େ, ତେଣୁ ବିଗ୍ଭରାର୍ଥକ ବୁକୁପଟା ଏଫୋଦର କମରବନ୍ଧ ଉପରେ ସୁରକ୍ଷିତ ହୋଇ ରହିଲା। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ଏହା କରାଗଲା।

Gade chapit la Kopi




ଯାତ୍ରା ପୁସ୍ତକ 39:21
7 Referans Kwoze  

କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ୱରଙ୍କ ଛାମୁରେ ଗର୍ବ ନ କରେ,


ଯେଣୁ ଈଶ୍ୱରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ୱରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ ।


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ ।


ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।


ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍‍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।


ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କଲେ।


Swiv nou:

Piblisite


Piblisite