Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:26 - ଓଡିଆ ବାଇବେଲ

26 ଅର୍ଥାତ୍‍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ, ଏହିରୂପେ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ଵ ଓ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ଵ, ଏହିରୂପେ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଅର୍ଥାତ୍‍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ, ଏହିରୂପେ କଲେ।

Gade chapit la Kopi

ପବିତ୍ର ବାଇବଲ

26 ଉପାସନା ଗ୍ଭେଗାର ଧଡ଼ିରେ ସେମାନେ ଏକ ଡାଳିମ୍ବ ଓ ଘଣ୍ଟି, ଗୋଟିଏ ପରେ ଗୋଟିଏ ଲଗାଇଲେ, ସଦାପ୍ରଭୁଙ୍କର ମୋଶାଙ୍କୁ ଦେଇଥିବା ଆଜ୍ଞାନୁସାରେ।

Gade chapit la Kopi




ଯାତ୍ରା ପୁସ୍ତକ 39:26
9 Referans Kwoze  

ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।


ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,


ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।


ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,


ତୁମ୍ଭର ଓଷ୍ଠାଧର ସିନ୍ଦୂରବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।


ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ।


ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।


ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା


Swiv nou:

Piblisite


Piblisite