ଯାତ୍ରା ପୁସ୍ତକ 4:23 - ଓଡିଆ ବାଇବେଲ23 ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)23 ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’” Gade chapit laପବିତ୍ର ବାଇବଲ23 ସଦାପ୍ରଭୁ କହନ୍ତି, ‘ଇସ୍ରାଏଲ ହେଉଛି ମୋର ପ୍ରଥମଜାତ ପୁତ୍ର ଏବଂ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭେ ମୋର ପୁତ୍ରଙ୍କୁ ଛାଡ଼ିଦିଅ, ଯାହା ଫଳରେ ସେମାନେ ମୋର ଉପାସନା କରିବେ। ଯଦି ତୁମ୍ଭେ ସେମାନଙ୍କୁ ଯିବା ପାଇଁ ନ ଦିଅ, ତେବେ ମୁଁ ତୁମ୍ଭର ପ୍ରଥମଜାତ ପୁତ୍ରକୁ ହତ୍ୟା କରିବି।’” Gade chapit la |
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।