Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:30 - ଓଡିଆ ବାଇବେଲ

30 ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।

Gade chapit la Kopi

ପବିତ୍ର ବାଇବଲ

30 ଏହା ପରେ ହାରୋଣ ଲୋକମାନଙ୍କୁ କହିଲେ, ସେ ସେହି ପ୍ରାଚୀନବର୍ଗକୁ ସମସ୍ତ କଥା କହିଲେ ଯାହାସବୁ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଏହା ପରେ ମୋଶା ତାଙ୍କର ପ୍ରମାଣ ଲୋକମାନଙ୍କୁ ଜଣାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 4:30
4 Referans Kwoze  

ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।


ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?”


ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।


ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।


Swiv nou:

Piblisite


Piblisite