Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:7 - ଓଡିଆ ବାଇବେଲ

7 ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ; ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଥିରେ ସେ କହିଲେ, ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ; ସେମାନେ ଯେବେ ତୁମ୍ଭକୁ ପ୍ରତ୍ୟୟ ନ କରିବେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ;” ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ

Gade chapit la Kopi

ପବିତ୍ର ବାଇବଲ

7 ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ହସ୍ତ ପୁନରାୟ ତୁମ୍ଭର ଛାତିରେ ରଖ।” ତେଣୁ ମୋଶା ତାଙ୍କର ହାତ ତାଙ୍କର ଛାତିରେ ଦେଲେ, ମୋଶା ତାଙ୍କର ହାତ ବାହାର କରିବାରୁ ହାତଟି ପରିବର୍ତ୍ତନ ହୋଇ ପୂର୍ବପରି ହୋଇଗଲା।

Gade chapit la Kopi




ଯାତ୍ରା ପୁସ୍ତକ 4:7
6 Referans Kwoze  

ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା ।


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ୍ କଲେ;


ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।


Swiv nou:

Piblisite


Piblisite