Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:8 - ଓଡିଆ ବାଇବେଲ

8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ଵିତୀୟ ଚିହ୍ନରେ ପ୍ରତ୍ୟୟ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।

Gade chapit la Kopi

ପବିତ୍ର ବାଇବଲ

8 ଏହା ପରେ ପରମେଶ୍ୱର କହିଲେ, “ଯଦି ଲୋକମାନେ ତୁମ୍ଭକୁ ବିଶ୍ୱାସ ନ କରିବେ, ଯଦି ସେମାନେ ପ୍ରଥମ ଚିହ୍ନ ଯୋଗୁଁ ବିଶ୍ୱାସ ନ କରନ୍ତି, ସେମାନେ ନିଶ୍ଚିତ ଭାବରେ ଏହି ଚିହ୍ନକୁ ବିଶ୍ୱାସ କରିବେ।

Gade chapit la Kopi




ଯାତ୍ରା ପୁସ୍ତକ 4:8
10 Referans Kwoze  

କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।


ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;


ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋ’ ନିକଟକୁ ପଠାଇଅଛି ? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”


କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,


ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ; ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ


ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।”


ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।


ତହୁଁ ସେ ତାହାଙ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।


Swiv nou:

Piblisite


Piblisite