Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:12 - ଓଡିଆ ବାଇବେଲ

12 ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁର ଦ୍ଵାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।

Gade chapit la Kopi

ପବିତ୍ର ବାଇବଲ

12 “ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ସମାଗମ-ତମ୍ବୁର ଦ୍ୱାର ଦେଶକୁ ଆଣ। ତାଙ୍କୁ ପାଣିରେ ସ୍ନାନ କରାଅ।

Gade chapit la Kopi




ଯାତ୍ରା ପୁସ୍ତକ 40:12
12 Referans Kwoze  

କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ୱରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ ।


ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ।


ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ ।


ଆଉ ତୁମ୍ଭେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ।


ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।


Swiv nou:

Piblisite


Piblisite