Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:7 - ଓଡିଆ ବାଇବେଲ

7 ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସମାଗମ-ତମ୍ଵୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନପାତ୍ର ରଖି ତହିଁରେ ଜଳ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ-ପାତ୍ର ରଖି ତହିଁରେ ଜଳ ଦେବ।

Gade chapit la Kopi

ପବିତ୍ର ବାଇବଲ

7 ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 40:7
11 Referans Kwoze  

କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ;


ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ହେ ସଦାପ୍ରଭୁ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,


ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।


ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।


ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।


Swiv nou:

Piblisite


Piblisite