Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:16 - ଓଡିଆ ବାଇବେଲ

16 ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ଇଟା ବନାଅ; ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ଇଟା ବନାଅ; ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ‘ଇଟା ବନାଅ;’ ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେ ଆମ୍ଭକୁ କୌଣସି ନଡ଼ା ପାଳ ଦେଉ ନାହଁ କିନ୍ତୁ ପୂର୍ବପରି ଇଟା ନିର୍ମାଣ ପାଇଁ କହୁଛ। ତେଣୁ ଆମ୍ଭର ମୁନିବମାନେ ଆମ୍ଭମାନଙ୍କୁ ପ୍ରହାର କରୁଛନ୍ତି। ତୁମ୍ଭର ଲୋକମାନେ ଏପରି କରି ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରୁଛନ୍ତି।”

Gade chapit la Kopi




ଯାତ୍ରା ପୁସ୍ତକ 5:16
6 Referans Kwoze  

ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।


ତହିଁରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି ?”


ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଛ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।


ପୁଣି, ଯୁବାମାନଙ୍କ ପରାମର୍ଶନୁସାରେ ଲୋକମାନଙ୍କୁ କହିଲେ, “ମୋ’ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”


ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।


ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।


Swiv nou:

Piblisite


Piblisite