Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:18 - ଓଡିଆ ବାଇବେଲ

18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।”

Gade chapit la Kopi

ପବିତ୍ର ବାଇବଲ

18 ବର୍ତ୍ତମାନ ତୁମ୍ଭମାନଙ୍କର କାର୍ଯ୍ୟକୁ ଫେରିଯାଅ। ମୁଁ ତୁମ୍ଭମାନଙ୍କୁ କିଛି ପାଳ ବା ନଡ଼ା ଦେବି ନାହିଁ ଏବଂ ପୂର୍ବପରି ତୁମ୍ଭମାନଙ୍କୁ ସେତିକି ସଂଖ୍ୟକ ଇଟା ତିଆରି କରିବାକୁ ହିଁ ପଡ଼ିବ।”

Gade chapit la Kopi




ଯାତ୍ରା ପୁସ୍ତକ 5:18
6 Referans Kwoze  

ମାତ୍ର ତାହାର ପିତା ନିର୍ଦ୍ଦୟ ଭାବରେ ଉପଦ୍ରବ କଲା, ଦୌରାତ୍ମ୍ୟ ଦ୍ୱାରା ଆପଣା ଭ୍ରାତାର ଦ୍ରବ୍ୟ ଅପହରଣ କଲା ଓ ଆପଣା ଲୋକମାନଙ୍କ ମଧ୍ୟରେ ଅନୁଚିତ କାର୍ଯ୍ୟ କଲା, ଏଥିପାଇଁ ଦେଖ, ସେ ଆପଣା ଅଧର୍ମରେ ମରିବ।


ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଛ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।


ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।”


ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”


ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।


Swiv nou:

Piblisite


Piblisite