ଯାତ୍ରା ପୁସ୍ତକ 5:22 - ଓଡିଆ ବାଇବେଲ22 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ ? ତୁମ୍ଭେ କାହିଁକି ମୋତେ ପଠାଇଲ ? Gade chapit laପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, ହେ ପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କର ଅମଙ୍ଗଳ କାହିଁକି କଲ? ମୋତେ ବା ପଠାଇଲ କାହିଁକି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୋ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ? Gade chapit laପବିତ୍ର ବାଇବଲ22 ଏହା ପରେ ମୋଶା ସଦାପ୍ରଭୁଙ୍କ ପାଖକୁ ଫେରିଗଲେ ଓ କହିଲେ, “ହେ ପ୍ରଭୁ, କାହିଁକି ତୁମ୍ଭର ଲୋକମାନଙ୍କ ପାଇଁ ଏପରି ବିପଦମାନ ସୃଷ୍ଟି କଲ। ତୁମ୍ଭେ ମୋତେ କାହିଁକି ଏହି ସ୍ଥାନକୁ ପଠାଇଲ? Gade chapit la |