Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:5 - ଓଡିଆ ବାଇବେଲ

5 ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଫାରୋ ଆହୁରି କହିଲେ, ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”

Gade chapit la Kopi

ପବିତ୍ର ବାଇବଲ

5 ଏଠାରେ ଅନେକ ଲୋକ ଅଛନ୍ତି। ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କର କର୍ମରୁ ନିବୃତ୍ତ କରୁଅଛ।”

Gade chapit la Kopi




ଯାତ୍ରା ପୁସ୍ତକ 5:5
5 Referans Kwoze  

ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।


କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ।


ପୁଣି, ଯୁବାମାନଙ୍କ ପରାମର୍ଶନୁସାରେ ଲୋକମାନଙ୍କୁ କହିଲେ, “ମୋ’ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”


ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”


Swiv nou:

Piblisite


Piblisite