Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:9 - ଓଡିଆ ବାଇବେଲ

9 ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥା’ନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରା; ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

9 ତେଣୁ ଏହି ଲୋକମାନଙ୍କୁ କଠିନ ପରିଶ୍ରମ କରାଇ ସେମାନଙ୍କୁ ସର୍ବଦା ବ୍ୟସ୍ତ ରଖ। ଯେଉଁଥିରେ ସେମାନେ ମିଥ୍ୟା କଥା ଶୁଣିବାକୁ ସମୟ ପାଇବେ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 5:9
8 Referans Kwoze  

କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।


ତୁମ୍ଭେମାନେ କହିଅଛ, ପରମେଶ୍ୱରଙ୍କର ସେବା କରିବାରେ କି ଲାଭ ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ ?


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍‍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ, ଏକଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;


ଅସାର କଥାରେ କି ଶେଷ ଥାଏ ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି ?


ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ ?


ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉ ଅଛନ୍ତି;


ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।


Swiv nou:

Piblisite


Piblisite