Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:11 - ଓଡିଆ ବାଇବେଲ

11 “ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ଯିବାକୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବିଦାୟ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ

11 “ମିଶରର ରାଜା ଫାରୋଙ୍କୁ ଯାଇ କୁହ, ତାଙ୍କର ଦେଶରୁ ଇସ୍ରାଏଲ ସନ୍ତାନଗଣଙ୍କୁ ପଠେଇ ଦେବା ପାଇଁ।”

Gade chapit la Kopi




ଯାତ୍ରା ପୁସ୍ତକ 6:11
8 Referans Kwoze  

ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍‍ବକ୍ତା ହେବ।


ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହା ସବୁ ମିସ୍ରୀୟ ରାଜା ଫାରୋକୁ କୁହ।”


କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”


ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”


ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବ।”


ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;


ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite