Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:16 - ଓଡିଆ ବାଇବେଲ

16 ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ‍, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ‍, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ

16 ଲେବୀ 137 ବର୍ଷ ବଞ୍ଚିଥିଲେ। ଲେବୀଙ୍କର ସନ୍ତାନମାନେ ଥିଲେ, ଗେର୍ଶୋନ୍, କହାତ୍ ଓ ମରାରି।

Gade chapit la Kopi




ଯାତ୍ରା ପୁସ୍ତକ 6:16
22 Referans Kwoze  

ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ‍, କହାତ ଓ ମରାରି।


ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।


ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।


ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।


ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।


ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ‍, କହାତ ଓ ମରାରି।


ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।


ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।


ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।


ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।


ଇସ୍‍ହାକଙ୍କର ଆୟୁର ପରିମାଣ ଏକଶହ ଅଶୀ ବର୍ଷ ଥିଲା।


ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା।


ରୁବେନ୍‌ର ପୁତ୍ର ହନୋକ, ପଲ୍ଲୂ, ହିଷ୍ରୋଣ ଓ କର୍ମି।


ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନ‍ର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।


ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।


ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।


ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।


ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍‍ହରର ପୁତ୍ର କୋରହ, ପୁଣି, ରୁବେନ୍‍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍‍ର ପୁତ୍ର ଦାଥନ, ଅବୀରାମ୍ ଓ ପେଲତ୍‍ର ପୁତ୍ର ଓନ୍‍, ଦଳ ବାନ୍ଧିଲେ;


ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।


ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।


ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍‍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି ସନ୍ତାନଗଣ ମଧ୍ୟରୁ ଅବ୍‍ଦିର ପୁତ୍ର କୀଶ୍‍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,


ଶିମିୟୋନ ବଂଶରୁ ବାର ହଜାର, ଲେବୀ ବଂଶରୁ ବାର ହଜାର, ଇସାଖାର ବଂଶରୁ ବାର ହଜାର,


Swiv nou:

Piblisite


Piblisite