ଯାତ୍ରା ପୁସ୍ତକ 6:8 - ଓଡିଆ ବାଇବେଲ8 ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମିତ୍ତ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’” Gade chapit laପବିତ୍ର ବାଇବଲ8 ଆମ୍ଭେ ଅବ୍ରହାମ, ଇସ୍ହାକ ଏବଂ ଯାକୁବଙ୍କ ସହ ମହତ୍ ପ୍ରତିଜ୍ଞା କରିଅଛୁ। ଆମ୍ଭେ ପ୍ରତିଜ୍ଞା କରିଅଛୁ ତୁମ୍ଭମାନଙ୍କୁ ସେହି ଭୂମି ଦେବା ପାଇଁ। ଏବଂ ତୁମ୍ଭମାନଙ୍କୁ ସେହି ଭୂମିକୁ ନେଇଯିବାକୁ। ଏହା ତୁମ୍ଭମାନଙ୍କର ହେବ। ଆମ୍ଭେ ସଦାପ୍ରଭୁ ଅଟୁ।”’ Gade chapit la |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।