Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:9 - ଓଡିଆ ବାଇବେଲ

9 ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ ପ୍ରମାଣ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ଵ ହେତୁରୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ତେଣୁ ମୋଶା ଏହିସବୁ ଘଟଣା ଇସ୍ରାଏଲର ଲୋକମାନଙ୍କୁ କହିଲେ। କିନ୍ତୁ ଲୋକମାନେ ତାଙ୍କର କଥାକୁ କର୍ଣ୍ଣପାତ କଲେ ନାହିଁ। ସେମାନଙ୍କର ଉତ୍ସାହ ଭାଙ୍ଗି ପଡ଼ିଲା। ଏବଂ ସେମାନେ ଏତେ କଠିନ ପରିଶ୍ରମ କରୁଥିଲେ ଯେ ମୋଶାଙ୍କର କଥା ଶୁଣିବା ପାଇଁ ତାଙ୍କର ଆଉ ଧୈର୍ଯ୍ୟ ନ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 6:9
9 Referans Kwoze  

ମୋ’ ଗୁହାରି କ’ଣ ମନୁଷ୍ୟ ନିକଟରେ ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି ?


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।


ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।


ଆମ୍ଭମାନଙ୍କୁ ରହିବାକୁ ଦିଅ, ଆମ୍ଭେମାନେ ମିସ୍ରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସ୍ରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ ?”


ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।


ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ ?


Swiv nou:

Piblisite


Piblisite