Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 7:18 - ଓଡିଆ ବାଇବେଲ

18 ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀଜଳ ପାନ କରିବାକୁ ଘୃଣା କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।’”

Gade chapit la Kopi

ପବିତ୍ର ବାଇବଲ

18 ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ଯୁକ୍ତ ହେବ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇ ପାରିବେ ନାହିଁ।’”

Gade chapit la Kopi




ଯାତ୍ରା ପୁସ୍ତକ 7:18
5 Referans Kwoze  

ପୁଣି, ସମସ୍ତ ମିସ୍ରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ।


ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସ୍ରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।


ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।


ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।


Swiv nou:

Piblisite


Piblisite