ଯାତ୍ରା ପୁସ୍ତକ 7:9 - ଓଡିଆ ବାଇବେଲ9 “ତୁମ୍ଭେମାନେ ଆପଣାମାନଙ୍କ ପାଇଁ କୌଣସି ଚିହ୍ନ ଦେଖାଅ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ଆପଣାମାନଙ୍କ ପାଇଁ କୌଣସି ଚିହ୍ନ ଦେଖାଅବୋଲି ଯେବେ ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ‘କୌଣସି ଚିହ୍ନ ଦେଖାଅ’ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ‘ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।’” Gade chapit laପବିତ୍ର ବାଇବଲ9 “ଫାରୋ କହିବ ତୁମ୍ଭମାନଙ୍କର ପ୍ରମାଣ କିଛି ଦେଖାଅ। ସେ ତୁମ୍ଭମାନଙ୍କୁ ଅଦ୍ଭୂତ କର୍ମ ଦେଖାଇବାକୁ କହିବ। ହାରୋଣକୁ କୁହ ତା'ର ଆଶାବାଡ଼ି ଭୂମିରେ ପକାଇବ। ଏହି ଆଶାବାଡ଼ିଟି ଫାରୋଙ୍କ ସମ୍ମୁଖରେ ସର୍ପରେ ପରିଣତ ହେବ।” Gade chapit la |