ଯାତ୍ରା ପୁସ୍ତକ 8:15 - ଓଡିଆ ବାଇବେଲ15 ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ଆପଣା ହୃଦୟ ଭାରୀ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। Gade chapit laପବିତ୍ର ବାଇବଲ15 ଫାରୋ ହୃଦୟଙ୍ଗମ କଲେ ଯେ, ସେ ବେଙ୍ଗମାନଙ୍କ ଦାଉରୁ ରକ୍ଷା ପାଇଲେ। ଏବଂ ସେ ପୁଣି ଜିଦ୍ଖୋର ହେଲେ। ସେ ସେମାନଙ୍କ କଥା ଶୁଣିଲେ ନାହିଁ। ସଦାପ୍ରଭୁ ଯେପରି କହିଥିଲେ, ସେହିପରି ସବୁ ଘଟିଗଲା। Gade chapit la |
ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”