Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:6 - ଓଡିଆ ବାଇବେଲ

6 ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।

Gade chapit la Kopi

ପବିତ୍ର ବାଇବଲ

6 ତେଣୁ ହାରୋଣ ମିଶରର ସମସ୍ତ ଜଳଭାଗ ଉପରେ ତାଙ୍କର ହସ୍ତ ପ୍ରସାରଣ କଲେ। ଏଥିରେ ବେଙ୍ଗମାନେ ଜଳଭାଗରୁ ବାହାରି ମିଶରର ଭୂମିରେ ପରିପୂର୍ଣ୍ଣ ହୋଇଗଲେ।

Gade chapit la Kopi




ଯାତ୍ରା ପୁସ୍ତକ 8:6
17 Referans Kwoze  

ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।


ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।


ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ;


ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍‍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।”


ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।


ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।


ପୁଣି, ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?


ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।


କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।


ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।


ଏହେତୁ ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।


“ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;


ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।


ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।


Swiv nou:

Piblisite


Piblisite