ଯାତ୍ରା ପୁସ୍ତକ 9:14 - ଓଡିଆ ବାଇବେଲ14 ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)14 ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହିଁ, ଏହା ତୁମ୍ଭେ ଜ୍ଞାତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ। Gade chapit laପବିତ୍ର ବାଇବଲ14 ଏହି ସମୟରେ ମୋର ସମସ୍ତ ଶକ୍ତି ତୁମ୍ଭ ବିରୁଦ୍ଧରେ, ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ସମସ୍ତ ଲୋକମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ଏହା ପରେ ତୁମ୍ଭେ ଜାଣିବ ଯେ, ମୋ’ ପରି ଆଉ କୌଣସି ପରମେଶ୍ୱର ପୃଥିବୀରେ ନାହାନ୍ତିା Gade chapit la |
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।