Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:18 - ଓଡିଆ ବାଇବେଲ

18 ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଦେଖ, ଆମ୍ଭେ କାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳାବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 ତେଣୁ, ଆସନ୍ତାକାଲି ଏହି ସମୟରେ, ମୁଁ ଏକ ଭୟଙ୍କର ଶିଳାବୃଷ୍ଟି କରିବି। ଏପରି ଶିଳାବୃଷ୍ଟି ମିଶରରେ କେବେବି ହୋଇ ନ ଥିବ। ଏପରିକି ମିଶର ଏକ ଦେଶ ହେଲାଠାରୁ ହୋଇ ନ ଥିବ।

Gade chapit la Kopi




ଯାତ୍ରା ପୁସ୍ତକ 9:18
14 Referans Kwoze  

ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।


ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”


ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି, ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ।”


ତହିଁରେ ଈଷେବଲ୍‍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”


ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”


ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର ।


ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ ?


ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।


ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ ? ଅବା ଆମ୍ଭେ ସଙ୍କଟକାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,


ପୁଣି, ସେମାନଙ୍କ ଦ୍ୱାରା ତୁମ୍ଭର ଗୃହ, ତୁମ୍ଭ ଦାସଗଣର ଗୃହ ଓ ସକଳ ମିସ୍ରୀୟ ଲୋକଙ୍କ ଗୃହ ପରିପୂର୍ଣ୍ଣ ହେବ; ଏ ଦେଶରେ ତୁମ୍ଭ ପୂର୍ବପୁରୁଷମାନଙ୍କ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଜନ୍ମାବଧି ଆଜି ପର୍ଯ୍ୟନ୍ତ କେବେ ଏପରି ଦେଖାଯାଇ ନାହିଁ।” ତହୁଁ ମୋଶା ମୁଖ ଫେରାଇ ଫାରୋଙ୍କ ନିକଟରୁ ବାହାରି ଗଲେ।


ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।


ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।


ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ ?


Swiv nou:

Piblisite


Piblisite