Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:19 - ଓଡିଆ ବାଇବେଲ

19 ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ଵାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳାବୃଷ୍ଟି ହେଲେ ସେମାନେ ମରିବେ।’”

Gade chapit la Kopi

ପବିତ୍ର ବାଇବଲ

19 ବର୍ତ୍ତମାନ, ତୁମ୍ଭେ ତୁମ୍ଭର ପଶୁମାନଙ୍କୁ ନିରାପଦ ସ୍ଥାନରେ ରଖ। ତୁମ୍ଭର ସମସ୍ତ ପଶୁଗୁଡ଼ିକ କ୍ଷେତରୁ ନିରାପଦ ସ୍ଥାନକୁ ନେଇ ଆସ। କାରଣ ଯେଉଁମାନେ କ୍ଷେତରେ ରହିବେ ମନୁଷ୍ୟ ହେଉ କି ପଶୁ ହେଉ ସେମାନେ ମରିବେ। ଘର ବାହାରେ ଥିବା ସମସ୍ତ ବସ୍ତୁ ଉପରେ ଶିଳାବୃଷ୍ଟି ହେବ।’”

Gade chapit la Kopi




ଯାତ୍ରା ପୁସ୍ତକ 9:19
5 Referans Kwoze  

ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।


ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।


ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳା ବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।


ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।


ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥା’ନ୍ତା।


Swiv nou:

Piblisite


Piblisite