Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:26 - ଓଡିଆ ବାଇବେଲ

26 କେବଳ ଇସ୍ରାଏଲ ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

26 କେବଳ ଗୋଟିଏ ସ୍ଥାନ ଥିଲା ଯେଉଁଠାରେ ଶିଳାବୃଷ୍ଟି ହେଉ ନ ଥିଲା। ତାହା ଥିଲା ଗୋଶନ ଯେଉଁଠାରେ ଇସ୍ରାଏଲୀୟମାନେ ବାସ କରୁଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 9:26
10 Referans Kwoze  

ମାତ୍ର ସଦାପ୍ରଭୁ ମିସ୍ରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।


ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।


ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।


ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।


ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।


“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।


ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।”


Swiv nou:

Piblisite


Piblisite