Biblia Todo Logo
Bib sou entènèt

- Piblisite -




ଏଜ୍ରା 1:10 - ଓଡିଆ ବାଇବେଲ

10 ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତିରିଶ ସ୍ଵର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତିରିଶ ସ୍ୱର୍ଣ୍ଣମୟ ପାନପାତ୍ର, ଚାରି ଶହ ଦଶ ରୌପ୍ୟମୟ ମଧ୍ୟମ ପାନପାତ୍ର, ପୁଣି ଏକ ସହସ୍ର ଅନ୍ୟାନ୍ୟ ପାତ୍ର,

Gade chapit la Kopi

ପବିତ୍ର ବାଇବଲ

10 ସ୍ୱର୍ଣ୍ଣମୟ ପାନପତ୍ର 30, ରୌପ୍ୟମୟ ପାତ୍ର ମଧ୍ୟମ ପାନ ପାତ୍ର 410 ଏବଂ ଅନ୍ୟାନ୍ୟ ପାତ୍ର 1,000।

Gade chapit la Kopi




ଏଜ୍ରା 1:10
4 Referans Kwoze  

ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;


ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପା ଥାଳୀ, ଅଣତିରିଶ ଛୁରୀ;


ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା।


ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚାମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।


Swiv nou:

Piblisite


Piblisite