ଏଜ୍ରା 1:7 - ଓଡିଆ ବାଇବେଲ7 ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ନବୁଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା। Gade chapit laପବିତ୍ର ବାଇବଲ7 ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରର ଯେ ସକଳ ପାତ୍ର ଯିରୁଶାଲମରୁ ଆଣି ଆପଣା ମିଥ୍ୟା ଦେବତାଗଣଙ୍କ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହା ସବୁ ବାହାର କରି ଆଣିଲା। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା’ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।