ଏଜ୍ରା 10:16 - ଓଡିଆ ବାଇବେଲ16 ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ ପ୍ରଧାନ କେତେକ ଲୋକ ପୃଥକ୍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ବନ୍ଦୀତ୍ଵର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ୍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ। Gade chapit laପବିତ୍ର ବାଇବଲ16 ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି ଯାଜକ ଏଜ୍ରା ସେଇ ଲୋକମାନଙ୍କୁ ବାଛିଲେ, ଯେଉଁମାନେ ପରିବାରର ମୁଖ୍ୟ ଥିଲେ। ପ୍ରତ୍ୟେକ ପରିବାରରୁ ଜଣେ ଲେଖାଏଁ ବଛାଗଲେ। ଆଉ ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ। Gade chapit la |