ଏଜ୍ରା 3:10 - ଓଡିଆ ବାଇବେଲ10 ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣକୁ କରତାଳ ସହିତ ସ୍ଥାପନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ। Gade chapit laପବିତ୍ର ବାଇବଲ10 ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିର୍ଣ୍ଣୟ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ। Gade chapit la |