Biblia Todo Logo
Bib sou entènèt

- Piblisite -




ଏଜ୍ରା 4:10 - ଓଡିଆ ବାଇବେଲ

10 ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍‍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍‍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ଵାରା ଆନୀତ, ପୁଣି ଶମରୀୟା-ନଗରରେ ଓ (ଫରାତ୍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍‍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।

Gade chapit la Kopi

ପବିତ୍ର ବାଇବଲ

10 ଆଉ ମହାମହିମ ସମ୍ଭ୍ରାନ୍ତ ଅସ୍ନ‌ପ୍‌ପର ଦ୍ୱାରା ଆନୀତ ପୁଣି ଶମରିୟା ନଗରରେ ଓ ଫରାତ୍ ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ ଅନ୍ୟ ଗୋଷ୍ଠୀୟମାନେ ମଧ୍ୟ ଏହା ଲେଖିଲେ।

Gade chapit la Kopi




ଏଜ୍ରା 4:10
8 Referans Kwoze  

ଏଥିରେ ରାଜା ମନ୍ତ୍ରୀ ରହୂମ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ଶମରୀୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, “ତୁମ୍ଭମାନଙ୍କର ମଙ୍ଗଳ ହେଉ।


“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,


ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍‍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,


ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍‍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍‍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର ।


ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍‍ର ବିପକ୍ଷମାନେ ଶୁଣିଲେ।


ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି ? ସେମାନେ କ’ଣ ଗଡ଼ବନ୍ଦି କରି ରହିବେ ? ସେମାନେ କ’ଣ ବଳିଦାନ କରିବେ ? ସେମାନେ କ’ଣ ଦିନକରେ ସମାପ୍ତ କରିବେ ? ସେମାନେ କ’ଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ ?”


ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍‍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।


Swiv nou:

Piblisite


Piblisite