Biblia Todo Logo
Bib sou entènèt

- Piblisite -




ଏଜ୍ରା 4:11 - ଓଡିଆ ବାଇବେଲ

11 ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍‍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ଅନୁଲିପି ଏହି; (ଫରାତ୍) ନଦୀ ସେପାରିସ୍ଥ ଲୋକ ଆପଣଙ୍କ ଦାସମାନେ, ଇତ୍ୟାଦି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍‍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,

Gade chapit la Kopi

ପବିତ୍ର ବାଇବଲ

11 ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁରେ ଅନୁଲିପି ଏହି ପ୍ରକାର ଥିଲା। ଫରାତ୍ ନଦୀ ସେପାରିସ୍ଥ ଲୋକ ଆପଣଙ୍କ ଦାସମାନେ ଇତ୍ୟାଦି।

Gade chapit la Kopi




ଏଜ୍ରା 4:11
7 Referans Kwoze  

ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୂଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋ' ହାତରୁ ପିଇବାକୁ ମାଗୁଅଛନ୍ତି ? କାରଣ ଶମିରୋଣୀୟମାନଙ୍କ ସହିତ ଯିହୂଦୀମାନଙ୍କର ବ୍ୟବହାର ନାହିଁ ।


ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍‍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍‍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।


ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।’


ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।


ପୁଣି, ସେମାନେ ନାନା ଦେଶୀୟ ଲୋକମାନଙ୍କ ସକାଶୁ ଭୀତ ହେବାରୁ ଯଜ୍ଞବେଦିକୁ ତହିଁର ଭିତ୍ତିମୂଳ ଉପରେ ସ୍ଥାପନ କଲେ; ଆଉ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି, ଅର୍ଥାତ୍‍, ପ୍ରଭାତୀୟ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କଲେ।


ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି;


ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍‍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା,


Swiv nou:

Piblisite


Piblisite