Biblia Todo Logo
Bib sou entènèt

- Piblisite -




ଏଜ୍ରା 5:10 - ଓଡିଆ ବାଇବେଲ

10 ମଧ୍ୟ ଆମ୍ଭେମାନେ ଆପଣଙ୍କୁ ଜଣାଇବା ନିମନ୍ତେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମଧ୍ୟ ଆମ୍ଭେମାନେ ଆପଣଙ୍କ ଗୋଚରାର୍ଥେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମଧ୍ୟ ଆମ୍ଭେମାନେ ଆପଣଙ୍କୁ ଜଣାଇବା ନିମନ୍ତେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ।

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭେମାନେ ମଧ୍ୟ ସେମାନଙ୍କର ନାମ ପଗ୍ଭରିଲୁ। ଆମ୍ଭେମାନେ ମଧ୍ୟ ସେମାନଙ୍କର ନାମ ଲେଖିବାକୁ ଗ୍ଭହିଁଲୁ।

Gade chapit la Kopi




ଏଜ୍ରା 5:10
3 Referans Kwoze  

ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, “ଏହି ନିର୍ମାଣକାରୀମାନଙ୍କ ନାମ କଅଣ ?”


ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା ?’


ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ‘ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।


Swiv nou:

Piblisite


Piblisite