Biblia Todo Logo
Bib sou entènèt

- Piblisite -




ଏଜ୍ରା 5:3 - ଓଡିଆ ବାଇବେଲ

3 ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”

Gade chapit la Kopi

ପବିତ୍ର ବାଇବଲ

3 ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଗ୍ଭରିଲେ, “ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା।”

Gade chapit la Kopi




ଏଜ୍ରା 5:3
12 Referans Kwoze  

“ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ;


ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ।


ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା ?’


ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।


ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ ?


ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?


ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,


ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି;


ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।’


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ରହୂମ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,


Swiv nou:

Piblisite


Piblisite