ଏଜ୍ରା 6:8 - ଓଡିଆ ବାଇବେଲ8 ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜ ସମ୍ପତ୍ତିରୁ, ଅର୍ଥାତ୍, ନଦୀ ସେପାରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆହୁରି, ପରମେଶ୍ଵରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍, ନଦୀ ସେପାରିସ୍ଥ ରାଜକରରୁ ଅତି ଯନିପୂର୍ବକ ବ୍ୟୟ ଦିଆଯାଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ। Gade chapit laପବିତ୍ର ବାଇବଲ8 ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ। ସେମାନଙ୍କର ବାଧା ଯେପରି ସୃଷ୍ଟି ନ ହୁଏ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ ଅର୍ଥାତ୍ ନଦୀ ସେପାରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ। Gade chapit la |