ଗାଲାତୀୟ 1:19 - ଓଡିଆ ବାଇବେଲ19 କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)19 କିନ୍ତୁ ପ୍ରଭୁଙ୍କ ଭ୍ରାତା ଯାକୁବଙ୍କ ଛଡ଼ା ପ୍ରେରିତ-ମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)19 ପ୍ରଭୁଙ୍କର ଭାଇ ଯାକୁବଙ୍କ ବ୍ୟତୀତ ମୋର ଅନ୍ୟ କୌଣସି ପ୍ରେରିତ ଶିଷ୍ୟ ସଙ୍ଗେ ସାକ୍ଷାତ ହୋଇ ନ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ। Gade chapit laପବିତ୍ର ବାଇବଲ19 ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସେଠାରୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ରେରିତଙ୍କୁ ଦେଖା କଲି ନାହିଁ। Gade chapit la |