Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:2 - ଓଡିଆ ବାଇବେଲ

2 ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ଡଳୀଗୁଡିକୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ଅଞ୍ଚଳରେ ଥିବା ମଣ୍ଡଳୀ-ସମୂହକୁ ପତ୍ର;

Gade chapit la Kopi

ପବିତ୍ର ବାଇବଲ

2 ମୋ’ ସହିତ ଥିବା ଏବଂ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ସମସ୍ତ ଭାଇମାନଙ୍କ ତରଫରୁ ଏହି ପତ୍ରଟି ଗାଲାତୀୟ ଅଞ୍ଚଳର ସମସ୍ତ ବିଶ୍ୱାସୀ ମଣ୍ଡଳୀ ନିକଟକୁ ଲେଖା ଯାଉଅଛି।

Gade chapit la Kopi




ଗାଲାତୀୟ 1:2
8 Referans Kwoze  

ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ଡଳୀସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର ।


ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲାପରି ସେ ତ ସୁସମାଚାର କାର୍ଯ୍ୟରେ ମୋ' ସହିତ ସେବା କରିଥିଲେ ।


ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟସମସ୍ତଙ୍କୁ ସୁସ୍ଥିର କରୁଥିଲେ ।


ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ ।


ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ ।


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।


Swiv nou:

Piblisite


Piblisite