ଗାଲାତୀୟ 2:21 - ଓଡିଆ ବାଇବେଲ21 ମୁଁ ଈଶ୍ୱରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା । Gade chapit laପବିତ୍ର ବାଇବଲ (Re-edited) - (BSI)21 ମୁଁ ଈଶ୍ଵରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ବ୍ୟବସ୍ଥା ଦ୍ଵାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁ ଭୋଗ କରିବା ବୃଥା। Gade chapit laପବିତ୍ର ବାଇବଲ (CL) NT (BSI)21 ଏଥିପାଇଁ ଈଶ୍ୱରଙ୍କ ଅନୁଗ୍ରହକୁ ମୁଁ କେବେ ଅସ୍ୱୀକାର କରିପାରିବି ନାହିଁ। କାରଣ କେବଳ ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୋଇପାରେ, ତେବେ ଖ୍ରୀଷ୍ଟଙ୍କ ମୃତ୍ୟୁ ମୂଲ୍ୟହୀନ ବୋଲି କହିବାକୁ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୁଁ ଈଶ୍ବରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା। Gade chapit laପବିତ୍ର ବାଇବଲ21 ଏହି ଅନୁଗ୍ରହ ହେଉଛି ପରମେଶ୍ୱରଙ୍କର। ଏହା ମୋ’ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ। କାରଣ ଯଦି ନିୟମ ଦ୍ୱାରା ଧାର୍ମିକ ଗଣିତ ହେବା ସମ୍ଭବ ହୋଇଥା’ନ୍ତା, ତା'ହେଲେ ଖ୍ରୀଷ୍ଟ ବିନା କାରଣରେ ନିଜର ପ୍ରାଣ ବିସର୍ଜନ କରି ନ ଥାଆନ୍ତେ। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ ।